ଯିରିମୀୟ 32:3 - ପବିତ୍ର ବାଇବଲ3 ଯିହୁଦାର ରାଜା ସିଦିକିୟ ଯିରିମିୟଙ୍କୁ ବନ୍ଦୀ କରିଥିଲେ। କାରଣ ସେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହିଥିଲେ ଯେ, “ସଦାପ୍ରଭୁ କହନ୍ତି, ‘ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ଯିରୁଶାଲମକୁ ଅର୍ପଣ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, ତୁମ୍ଭେ କାହିଁକି ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Viz kapitolaଓଡିଆ ବାଇବେଲ3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେହେତୁ ଯିହୁଦାର ରାଜା ସିଦିକୀୟ ତାଙ୍କୁ ବନ୍ଦ କରି କହିଥିଲା, “ତୁମ୍ଭେ କାହିଁକି ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଏହା କହୁଅଛ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ବାବିଲ ରାଜାର ହସ୍ତରେ ସମର୍ପଣ କରିବା ଓ ସେ ତାହା ହସ୍ତଗତ କରିବ; Viz kapitola |