ଯିରିମୀୟ 32:44 - ପବିତ୍ର ବାଇବଲ44 ଲୋକମାନେ ବିନ୍ୟାମୀନ ପ୍ରଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗର ସମୂହରେ, ପାର୍ବତୀୟ, ପ୍ରଦେଶସ୍ଥ ନାନା ନଗରରେ, ନିମ୍ନ ଭୂମିସ୍ଥ ନଗରମାନଙ୍କରେ ଓ ଦକ୍ଷିଣ ଦିଗସ୍ଥ ନଗରଗୁଡ଼ିକରେ ମୂଲ୍ୟଦେଇ କ୍ଷେତ୍ର କ୍ରୟ କରିବେ ଓ ଦଲିଲ୍ ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ। ଆଉ ସାକ୍ଷୀ ରଖିବେ। କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ମୁକ୍ତ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)44 ବିନ୍ୟାମୀନ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ଵାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା। Viz kapitolaଓଡିଆ ବାଇବେଲ44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।” Viz kapitola |