ଯିରିମୀୟ 33:13 - ପବିତ୍ର ବାଇବଲ13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର ସମୂହରେ, ନିମ୍ନଭୂମିର ନଗରମାନଙ୍କରେ, ଦକ୍ଷିଣଦିଗସ୍ଥ ସକଳ ନଗରରେ, ବିନ୍ୟାମୀନ ଦେଶରେ, ଯିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନଙ୍କରେ ଲୋକମାନେ ସେମାନଙ୍କର ମେଷପଲକୁ ଗଣନା କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ। Viz kapitolaଓଡିଆ ବାଇବେଲ13 ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ। Viz kapitola |