ଯିରିମୀୟ 33:17 - ପବିତ୍ର ବାଇବଲ17 ଆଉ ସଦାପ୍ରଭୁ କହନ୍ତି, “ଦାଉଦ ବଂଶରୁ ଜଣେ ସର୍ବଦା ଇସ୍ରାଏଲୀୟ ବଂଶର ସିଂହାସନରେ ଉପବିଷ୍ଟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସଦାପ୍ରଭୁ ଏହି କଥା କହନ୍ତି : ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ Viz kapitolaଓଡିଆ ବାଇବେଲ17 କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ, Viz kapitola |