ଯିରିମୀୟ 33:18 - ପବିତ୍ର ବାଇବଲ18 ପୁଣି ଆମ୍ଭ ସମ୍ମୁଖରେ ହୋମବଳି ଶସ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ। Viz kapitolaଓଡିଆ ବାଇବେଲ18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।” Viz kapitola |