ଯିରିମୀୟ 33:6 - ପବିତ୍ର ବାଇବଲ6 “‘ମାତ୍ର ଆମ୍ଭେ ସେମାନଙ୍କୁ କ୍ଷମା କରି ଆରୋଗ୍ୟ କରିବା। ସେମାନେ ଚିରନ୍ତନ ଐଶ୍ୱର୍ଯ୍ୟ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Viz kapitolaଓଡିଆ ବାଇବେଲ6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା। Viz kapitola |