ଯିରିମୀୟ 33:7 - ପବିତ୍ର ବାଇବଲ7 ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ୱ ଅବସ୍ଥାର ପରିବର୍ତ୍ତନ କରି ସେମାନଙ୍କ ପ୍ରତି ମଙ୍ଗଳ ବିଧାନ କରିବା। ସେମାନଙ୍କୁ ଅତୀତ ପରି ଶକ୍ତିଶାଳୀ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Viz kapitolaଓଡିଆ ବାଇବେଲ7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। Viz kapitola |