ଯିରିମୀୟ 34:15 - ପବିତ୍ର ବାଇବଲ15 ପୁଣି ତୁମ୍ଭେମାନେ ଏହା ପରେ ଆପଣା ପ୍ରତିବାସୀଙ୍କୁ ମୁକ୍ତି କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କଲ। ଆଉ ଆମ୍ଭ ନାମରେ ଖ୍ୟାତ ମନ୍ଦିରରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ Viz kapitola |