ଯିରିମୀୟ 34:9 - ପବିତ୍ର ବାଇବଲ9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;। Viz kapitolaଓଡିଆ ବାଇବେଲ9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitola |