ଯିରିମୀୟ 35:16 - ପବିତ୍ର ବାଇବଲ16 ରେଖବର ପୁତ୍ର ଯିହୋନାଦବ୍ର ବଂଶଧରଗଣ ସେମାନଙ୍କ ପ୍ରତି ଆବିଷ୍ଟ ହୋଇଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥାରେ ଅବଧାନ କରି ନାହାନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି; Viz kapitolaଓଡିଆ ବାଇବେଲ16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ରେଖବର ପୁତ୍ର ଯିହୋନାଦବ୍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି। Viz kapitola |