ଯିରିମୀୟ 36:16 - ପବିତ୍ର ବାଇବଲ16 ସେତେବେଳେ ସେହି ଅଧିପତିଗଣ ସବୁକଥା ଶୁଣି ଭୟଭୀତ ହେଲେ ଓ ପରସ୍ପର ମୁହଁକୁ ଅନାଇଲେ। ସେମାନେ ବାରୂକକୁ କହିଲେ, “ଆମ୍ଭେମାନେ ନିଶ୍ଚିତଭାବରେ ନଳାକାର ପୁସ୍ତକ ଲିଖିତ ଏହିସବୁ ବାକ୍ୟ ରାଜା ଯିହୋୟାକୀମ୍ଙ୍କୁ ଜଣାଇବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ। Viz kapitolaଓଡିଆ ବାଇବେଲ16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ସେମାନେ ସବୁ କଥା ଶୁଣି ଭୟରେ ଏକଆରେକ ପ୍ରତି ଅନାଇଲେ, ଆଉ ବାରୂକକୁ କହିଲେ, “ଆମ୍ଭେମାନେ ରାଜାଙ୍କୁ ଏହିସବୁ କଥାର ବିଷୟ ଅବଶ୍ୟ ଜ୍ଞାତ କରାଇବୁ।” Viz kapitola |