ଯିରିମୀୟ 36:2 - ପବିତ୍ର ବାଇବଲ2 “ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ। Viz kapitolaଓଡିଆ ବାଇବେଲ2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ। Viz kapitola |