ଯିରିମୀୟ 36:24 - ପବିତ୍ର ବାଇବଲ24 ଆଉ ମଧ୍ୟ ରାଜା ଓ ତାଙ୍କର ଦାସଗଣ ଯେତେବେଳେ ସେହି ପୁସ୍ତକର ବାକ୍ୟ ଶୁଣିଲେ, ସେମାନେ କେହି ଭୟଭୀତ ହେଲେ ନାହିଁ କିଅବା ଆପଣା ବସ୍ତ୍ର ଚିରି ଦୁଃଖ ପ୍ରକାଶ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ। Viz kapitolaଓଡିଆ ବାଇବେଲ24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ,କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହି ସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ। Viz kapitola |