ଯିରିମୀୟ 36:3 - ପବିତ୍ର ବାଇବଲ3 ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା। Viz kapitolaଓଡିଆ ବାଇବେଲ3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।” Viz kapitola |