ଯିରିମୀୟ 36:30 - ପବିତ୍ର ବାଇବଲ30 ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ। Viz kapitolaଓଡିଆ ବାଇବେଲ30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନ ବେଳେ ଖରାରେ ଓ ରାତ୍ରି ବେଳେ କାକରରେ ପକାଯିବ। Viz kapitola |