ଯିରିମୀୟ 37:1 - ପବିତ୍ର ବାଇବଲ1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। Viz kapitola |