ଯିରିମୀୟ 38:13 - ପବିତ୍ର ବାଇବଲ13 ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ। Viz kapitolaଓଡିଆ ବାଇବେଲ13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। Viz kapitola |