ଯିରିମୀୟ 38:20 - ପବିତ୍ର ବାଇବଲ20 କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Viz kapitolaଓଡିଆ ବାଇବେଲ20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ। Viz kapitola |