ଯିରିମୀୟ 38:24 - ପବିତ୍ର ବାଇବଲ24 ତା'ପରେ ସିଦିକିୟ ଯିରିମିୟଙ୍କୁ କହିଲେ, “ମୋର ତୁମ୍ଭ ସହିତ କଥା ହେବା କେହି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ। Viz kapitolaଓଡିଆ ବାଇବେଲ24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ। Viz kapitola |