ଯିରିମୀୟ 39:1 - ପବିତ୍ର ବାଇବଲ1 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ; Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ; Viz kapitola |