ଯିରିମୀୟ 39:16 - ପବିତ୍ର ବାଇବଲ16 “ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ। Viz kapitolaଓଡିଆ ବାଇବେଲ16 ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ। Viz kapitola |