ଯିରିମୀୟ 4:29 - ପବିତ୍ର ବାଇବଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀଙ୍କ ଶବ୍ଦରେ ସମଗ୍ର ନଗରବାସୀ ଭୟରେ ପଳାୟନ କରିବେ। କେତେକ ଗୁମ୍ଫା ମଧ୍ୟରେ ଲୁଚିବେ, କେତେକ ନିବିଡ଼ ଅରଣ୍ୟର ବୁଦା ମଧ୍ୟରେ ଲୁଚିବେ ଓ ଅନ୍ୟ କେତେକ ଶୈଳ ଉପରେ ଚଢ଼ିବେ। ଯିହୁଦାର ସମସ୍ତ ନଗର ପରିତ୍ୟକ୍ତ ହୋଇ ଜନଶୂନ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅଶ୍ଵାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Viz kapitolaଓଡିଆ ବାଇବେଲ29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ। Viz kapitola |