ଯିରିମୀୟ 40:15 - ପବିତ୍ର ବାଇବଲ15 ତାହାପରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲିୟକୁ ଗୋପନରେ କହିଲେ, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନିୟର ପୁତ୍ର ଇଶ୍ମାୟେଲକୁ ବଧ କରିବି। ଆଉ କେହି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟକୁ ଗୋପନରେ କହିଲା, ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ଵାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ? Viz kapitolaଓଡିଆ ବାଇବେଲ15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟଙ୍କୁ ଗୋପନରେ କହିଲା, “ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ୱାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?” Viz kapitola |