ଯିରିମୀୟ 40:3 - ପବିତ୍ର ବାଇବଲ3 ସଦାପ୍ରଭୁ ତାଙ୍କ କହିବାନୁସାରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି। Viz kapitolaଓଡିଆ ବାଇବେଲ3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି। Viz kapitola |