ଯିରିମୀୟ 40:8 - ପବିତ୍ର ବାଇବଲ8 ଯେଉଁମାନେ ମିସ୍ପୀକୁ ଗଦଲିୟ ନିକଟକୁ ଗଲେ ସେମାନଙ୍କ ମଧ୍ୟରେ ନଥନିୟର ପୁତ୍ର ଇଶ୍ମାୟେଲ, କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ, ନଟୋଫାତୀୟ ଏଫୟର ପୁତ୍ରମାନେ ଓ ମାଖାତୀୟର ପୁତ୍ର ଯାସନୀୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଗଲେ। Viz kapitolaଓଡିଆ ବାଇବେଲ8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାଥୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ ନିକଟକୁ ଗଲେ। Viz kapitola |