Online Bible

- Reklamy -




ଯିରିମୀୟ 42:12 - ପବିତ୍ର ବାଇବଲ

12 ପୁଣି ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା। ସେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇ ତୁମ୍ଭମାନଙ୍କୁ ଏହି ଦେଶକୁ ଫେରାଇ ଆଣିବେ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।

Viz kapitola kopírovat

ଓଡିଆ ବାଇବେଲ

12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ।

Viz kapitola kopírovat




ଯିରିମୀୟ 42:12

Následuj nás:

Reklamy


Reklamy