Online Bible

- Reklamy -




ଯିରିମୀୟ 42:20 - ପବିତ୍ର ବାଇବଲ

20 ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ;

Viz kapitola kopírovat

ଓଡିଆ ବାଇବେଲ

20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’

Viz kapitola kopírovat




ଯିରିମୀୟ 42:20

Následuj nás:

Reklamy


Reklamy