ଯିରିମୀୟ 42:22 - ପବିତ୍ର ବାଇବଲ22 ଏଣୁ ଏବେ ନିଶ୍ଚୟ ଜାଣ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଇଚ୍ଛା କରୁଛ, ସେହି ମିଶରକୁ ଯାଅ। କିନ୍ତୁ ଏହା ନିଶ୍ଚୟ ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭେମାନେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। Viz kapitolaଓଡିଆ ବାଇବେଲ22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।” Viz kapitola |