ଯିରିମୀୟ 43:10 - ପବିତ୍ର ବାଇବଲ10 ସେମାନଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଗ୍ଭକର ବାବିଲର ରାଜା ନବୂଖଦ୍ନିତ୍ସରକୁ ଆସିବା ପାଇଁ ଆଦେଶ ଦେଇଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଗ୍ଭଇ ରଖିଅଛୁ, ତାହା ଉପରେ ଆପଣା ରାଜକୀୟ ଚନ୍ଦ୍ରାତାପ ବିସ୍ତାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ। Viz kapitolaଓଡିଆ ବାଇବେଲ10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ। Viz kapitola |