ଯିରିମୀୟ 43:13 - ପବିତ୍ର ବାଇବଲ13 ଆଉ ମଧ୍ୟ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ଯ୍ୟ ଦେବର ମନ୍ଦିରରେ ଥିବ, ସେଗୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦେବାଳୟ ସବୁ ସେ ଅଗ୍ନିରେ ଦଗ୍ଧ କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି, ସେ ମିସର ଦେଶସ୍ଥ ବୈତ୍ଶେମଶର ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ। Viz kapitolaଓଡିଆ ବାଇବେଲ13 ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’” Viz kapitola |