ଯିରିମୀୟ 44:14 - ପବିତ୍ର ବାଇବଲ14 ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କେହି ଫେରିଯିବେ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ। Viz kapitolaଓଡିଆ ବାଇବେଲ14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।” Viz kapitola |