ଯିରିମୀୟ 44:24 - ପବିତ୍ର ବାଇବଲ24 ତା'ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିଶର ଦେଶରେ ଥିବା ଯିହୁଦାର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : Viz kapitolaଓଡିଆ ବାଇବେଲ24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ : Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: Viz kapitola |