ଯିରିମୀୟ 46:14 - ପବିତ୍ର ବାଇବଲ14 “ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ କୁହ, ‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ଼୍ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ଼୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି। Viz kapitolaଓଡିଆ ବାଇବେଲ14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି। Viz kapitola |