Online Bible

- Reklamy -




ଯିରିମୀୟ 46:23 - ପବିତ୍ର ବାଇବଲ

23 ସଦାପ୍ରଭୁ କହନ୍ତି, “ମିଶରର ସୈନ୍ୟ ଅରଣ୍ୟ ସଦୃଶ। ଅଗଣିତ ହେଲେ ହେଁ ଶତ୍ରୁସୈନ୍ୟ ସେମାନଙ୍କୁ ହାଣି ପକାଇବେ। କାରଣ ଶତ୍ରୁସୈନ୍ୟ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

23 ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସଦାପ୍ରଭୁ କହନ୍ତି, ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି।

Viz kapitola kopírovat




ଯିରିମୀୟ 46:23

Následuj nás:

Reklamy


Reklamy