ଯିରିମୀୟ 46:27 - ପବିତ୍ର ବାଇବଲ27 “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇସ୍ରାଏଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିତରେ ରହିଲା। ଆଉ କେହି ତାହାକୁ ଭୟ ଦେଖାଇଲେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Viz kapitolaଓଡିଆ ବାଇବେଲ27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରିଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। Viz kapitola |