ଯିରିମୀୟ 46:6 - ପବିତ୍ର ବାଇବଲ6 “ଦ୍ରୁତଗାମୀ ଲୋକ ପଳାୟନ କରି ପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିବେ ଓ ସେମାନଙ୍କର ପତନ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Viz kapitolaଓଡିଆ ବାଇବେଲ6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। Viz kapitola |