ଯିରିମୀୟ 46:8 - ପବିତ୍ର ବାଇବଲ8 ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ୟ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, ‘ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଳାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି। Viz kapitolaଓଡିଆ ବାଇବେଲ8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି। Viz kapitola |