ଯିରିମୀୟ 46:9 - ପବିତ୍ର ବାଇବଲ9 ହେ ଅଶ୍ୱାରୋହୀଗଣ, ଅଗ୍ରସର ହୁଅ। ହେ ରଥାରୋହୀଗଣ ଦ୍ରୁତଗତିରେ ରଥ ଗ୍ଭଳନା କର, ହେ ବୀରଗଣ, ଆଗେଇ ଗ୍ଭଲ। ତୁମ୍ଭମାନଙ୍କର ଢାଲ ଧର। କୁଶ୍, ପୁଟ୍ରୁ ଓ ଲୁଦୀୟରୁ ଆସିଥିବା ଢାଲବାହକଗଣ, ତୁମ୍ଭେମାନେ ଧନୁରେ ଭଲଭାବରେ ଗୁଣ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ହେ ଅଶ୍ଵଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୁଶ୍ ଓ ପୁଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। Viz kapitolaଓଡିଆ ବାଇବେଲ9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। Viz kapitola |