ଯିରିମୀୟ 47:1 - ପବିତ୍ର ବାଇବଲ1 ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା;। Viz kapitolaଓଡିଆ ବାଇବେଲ1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। Viz kapitola |