ଯିରିମୀୟ 48:15 - ପବିତ୍ର ବାଇବଲ15 ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Viz kapitolaଓଡିଆ ବାଇବେଲ15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। Viz kapitola |