ଯିରିମୀୟ 48:18 - ପବିତ୍ର ବାଇବଲ18 “ହେ ଦୀବୋନ ନିବାସୀଗଣ, ତୁମ୍ଭେମାନେ ନିଶ୍ଚିତରେ ତୁମ୍ଭମାନଙ୍କ ଶୋଭାରୁ ଓହ୍ଲାଇ ଅସି ଧୂଳିରେ ବସ। କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି। Viz kapitolaଓଡିଆ ବାଇବେଲ18 ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗ ସବୁ ନଷ୍ଟ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ଦୀବୋନ୍ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ୱର୍ଯ୍ୟରୁ ଓହ୍ଲାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି। Viz kapitola |