ଯିରିମୀୟ 48:2 - ପବିତ୍ର ବାଇବଲ2 ମୋୟାବ ପୁନର୍ବାର ପ୍ରଶଂସିତ ହେବ ନାହିଁ। ହିଶ୍ବୋନ୍ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। ‘ଆସ, ଆମ୍ଭେମାନେ ଏହାକୁ ଧ୍ୱଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦେବା।’ ହେ ମଦ୍ମେନା! ତୁମ୍ଭେ ମଧ୍ୟ ନୀରବ ହେବ, କାରଣ ଖଡ଼୍ଗ ତୁମ୍ଭର ପଶ୍ଚାଦ୍ଗାମୀ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନ୍ରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା।, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ଼୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ। Viz kapitolaଓଡିଆ ବାଇବେଲ2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ। Viz kapitola |