ଯିରିମୀୟ 48:31 - ପବିତ୍ର ବାଇବଲ31 ତେଣୁ ଆମ୍ଭେ ମୋୟାବ ପାଇଁ ଓ ତା'ର ସମସ୍ତ ନିବାସୀ ପାଇଁ ହାହାକାର କରିବା। ଆଉ କୀର୍ହେରସର ଲୋକମାନଙ୍କ ପାଇଁ ମଧ୍ୟ ଆମ୍ଭେ ଶୋକ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ। Viz kapitolaଓଡିଆ ବାଇବେଲ31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିପାଇଁ ଆମ୍ଭେ ମୋୟାବର ପାଇଁ ହାହାକାର କରିବା; ହଁ, ଆମ୍ଭେ ସମୁଦାୟ ମୋୟାବ ପାଇଁ କ୍ରନ୍ଦନ କରିବା; କୀର୍ହେରସର ଲୋକମାନଙ୍କ ବିଷୟରେ ସେମାନେ ଶୋକ କରିବେ। Viz kapitola |