Online Bible

- Reklamy -




ଯିରିମୀୟ 48:32 - ପବିତ୍ର ବାଇବଲ

32 ହେ ଶ‌‌‌ିବ୍‌‌‌ମାର ଦ୍ରାକ୍ଷାଲତେ, ଯାସେର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ପାଇଁ ଅଧିକ ଶୋକ କରିବା। ତୁମ୍ଭର ଦ୍ରାକ୍ଷାଲତାର ଶାଖାସବୁ ସମୁଦ୍ର ଅତିକ୍ରମ କରିଥିଲା ଓ ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ବିସ୍ତୃତ ହୋଇଥିଲା। ମାତ୍ର ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଆସି ସବୁକିଛି ନେଇଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।

Viz kapitola kopírovat

ଓଡିଆ ବାଇବେଲ

32 ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ହେ ସିବ୍‍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।

Viz kapitola kopírovat




ଯିରିମୀୟ 48:32

Následuj nás:

Reklamy


Reklamy