ଯିରିମୀୟ 49:1 - ପବିତ୍ର ବାଇବଲ1 ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Viz kapitolaଓଡିଆ ବାଇବେଲ1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? Viz kapitola |