ଯିରିମୀୟ 49:12 - ପବିତ୍ର ବାଇବଲ12 ମାତ୍ର ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ନାହିଁ, ସେମାନେ ତହିଁରେ ପାନ କରିବେ। କିନ୍ତୁ ଇଦୋମ, ତୁମ୍ଭେ ପାନ କରିବାର ଯୋଗ୍ୟ ଓ ତୁମ୍ଭେ ନିଶ୍ଚିତ ପାନ କରିବ। ତୁମ୍ଭେ ସର୍ବତୋଭାବେ ଦଣ୍ଡିତ ହେବ। ତୁମ୍ଭେ ଦଣ୍ଡରୁ କେବେ ରକ୍ଷା ପାଇବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Viz kapitolaଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ। Viz kapitola |