ଯିରିମୀୟ 49:16 - ପବିତ୍ର ବାଇବଲ16 ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧ୍ୟରେ ନିଜକୁ ମହାନ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧ୍ୟରେ ଓ ଉଚ୍ଚ ସ୍ଥାନରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶପକ୍ଷୀ ପରି ଉଚ୍ଚ ସ୍ଥାନରେ ବାସ କଲେ ମଧ୍ୟ ମୁଁ ତୁମ୍ଭକୁ ସେଠାରୁ ତଳକୁ ଓହ୍ଲାଇ ଆଣିବି।” ଏହା ସଦାପ୍ରଭୁ କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଗୋ ଶୈଳଛିଦ୍ରନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ଵିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା, ଏହା ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ16 “ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି। Viz kapitola |