ଯିରିମୀୟ 49:22 - ପବିତ୍ର ବାଇବଲ22 ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ। ସେତେବେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହେବେ ଓ ପ୍ରସବକାଳୀନ ବେଦନାଗ୍ରସ୍ତା ସ୍ତ୍ରୀ ପରି ଯନ୍ତ୍ରଣାରେ କ୍ରନ୍ଦନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଦେଖ, ସେ ଉତ୍କୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ। Viz kapitolaଓଡିଆ ବାଇବେଲ22 ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।” Viz kapitola |