ଯିରିମୀୟ 49:27 - ପବିତ୍ର ବାଇବଲ27 “ପୁଣି ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା ଓ ତାହା ବିନ୍ହଦର ସୁଦୃଢ଼ ଅଟ୍ଟାଳିକାସବୁ ଗ୍ରାସ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି, ଆମ୍ଭେ ଦାମାସ୍କସ୍ର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦର ଅଟ୍ଟାଳିକାସବୁ ଗ୍ରାସ କରିବ। Viz kapitolaଓଡିଆ ବାଇବେଲ27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଆମ୍ଭେ ଦମ୍ମେଶକର ପ୍ରାଚୀରରେ ଅଗ୍ନି ଲଗାଇବା, ତହିଁରେ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ।” Viz kapitola |