ଯିରିମୀୟ 5:10 - ପବିତ୍ର ବାଇବଲ10 “ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Viz kapitolaଓଡିଆ ବାଇବେଲ10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Viz kapitola |